ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜୟ ମହାପାତ୍ର

0

ଭୁବନେଶ୍ୱର, ୦୮ ମାର୍ଚ – ପୁଅ ଅରବିନ୍ଦ ବିଜେଡିରେ ମିଶିବା ପରେ ବିଜୟ ମହାପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଏ ସମ୍ପର୍କରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ପୁଅକୁ ଆଶୀର୍ବାଦ ଦେଲେ, ଭଲ ହେଲା ।ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବି ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *