Year: 2023

ମାଲକାନଗିରି : ମାଲକାନଗିରି ବ୍ଲକ ଅନ୍ତର୍ଗତ ଶିଖପଲ୍ଲି ଅନୁସୂଚିତ ଜନଜାତି ଉଚ୍ଚ ବାଳିକା ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ମନୋରମା ସ୍ଵାଇଁଙ୍କ ସଭାପତିତ୍ବରେ ଶୁକ୍ରବାର...
ମୁମ୍ବାଇ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ସପରିବାରେ ମୁମ୍ବାଇରେ ଲାଲବାଗ ର ରାଜାଙ୍କ ଦର୍ଶନ କରିବେ । ଗୃହମନ୍ତ୍ରୀଙ୍କ ଗସ୍ତକୁ...
ଭୁବନେଶ୍ୱର :– ୨୦୨୩-୨୪ ଆର୍ôଥକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶୁକ୍ରବାର ବିଧାନସଭାରେ ୨୮,୨୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ୍...
ଭୁବନେଶ୍ୱର  – ବିଧାନସଭାରେ ୨୦୨୩-୨୪ ଆର୍ôଥକ ବର୍ଷ ପାଇଁ ୨୮ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି ।ପୂର୍ବରୁ...
ସମ୍ବଲପୁର/ଭୁବନେଶ୍ୱର : ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍ ଶୁକ୍ରବାର ଅପରାହ୍ନରେ ଖୋଲିଛି । ୬ଟି ଗେଟ୍ ଖୋଲିବା ପରେ ମୋଟ୍ ୨୨ଟି...
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ସରକାରୀ...
ଭୁବନେଶ୍ୱର : ଶୁକ୍ରବାର ଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ବିଧାନସଭାରେ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ଯୋଜନା ରଖିଛି...
ଭୁବନେଶ୍ୱର : ୧୦ ଦଫା ଦାବି ନେଇ ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗନବାଡି କର୍ମୀ । ଶୁକ୍ରବାର ଦିନ ଶହଶହ ଅଙ୍ଗନବାଡି...
ଭୁବନେଶ୍ୱର : ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର...
ଭୁବନେଶ୍ୱର : ଓଡ଼ିଶାରେ ବାତ୍ୟା ହେବାର କୌଣସି ସୂଚନା ନାହିଁ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।...
ଭୁବନେଶ୍ୱର : ଓଡିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକଙ୍କୁ ଉତ୍କଳ ସମ୍ମିଳନୀ ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି ।...
ବଲାଙ୍ଗିର : ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନିଜର ଉଲ୍ଲେଖଯୋଗ୍ୟ ଅବଦାନ ପାଇଁ ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଦ୍ୱାରା ପୁରସ୍କୃତ ଓ ସମ୍ବର୍ଦ୍ଧିତ ହୋଇଛନ୍ତି...