ଓଡିଶା ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ Daily Odisha August 22, 2023 ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି । ରାଜ୍ୟପାଳ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି । Continue Reading Previous: ସ୍ୱାଧୀନତା ସଂଗ୍ରାମ ଓ କୁସଂସ୍କାର ଦୂର କରିବାରେ ମକର ଦାସଙ୍କର ଯୋଗଦାନ ଅତୁଳନୀୟ : ଧର୍ମେନ୍ଦ୍ର ପ୍ରଧାନNext: ପୋଲିସ ମୁଖ୍ୟାଳୟକୁ ବଦଳି ହେଲେ ଡିଆଇଜି ବ୍ରିଜେଶ ରାୟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ Related Stories ମିଥ୍ୟା ଶପଥ ପାଠ ପାଇଁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବିଧାୟକ ପଦ ରଦ୍ଦ କରାଯାଉ- କଂଗ୍ରେସ 1 min read Banner Exclusive Featured Latest Updates ଓଡିଶା ରାଜନୀତି ମିଥ୍ୟା ଶପଥ ପାଠ ପାଇଁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବିଧାୟକ ପଦ ରଦ୍ଦ କରାଯାଉ- କଂଗ୍ରେସ November 3, 2025 ଅମଲା ଆନ୍ଦୋଳନ ପଛରେ ବିଜେଡି- ରାଜସ୍ୱ ମନ୍ତ୍ରୀ Featured Latest Updates ଓଡିଶା ରାଜନୀତି ଅମଲା ଆନ୍ଦୋଳନ ପଛରେ ବିଜେଡି- ରାଜସ୍ୱ ମନ୍ତ୍ରୀ August 23, 2025 ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍ : ହିରାକୁଦ ଜଳଭଣ୍ଡାରରୁ ୮ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି Banner Exclusive Latest Updates ଓଡିଶା ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍ : ହିରାକୁଦ ଜଳଭଣ୍ଡାରରୁ ୮ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି August 23, 2025