Exclusive ଓଡିଶା ଫ୍ରିଜ ହେବ ସୌରୀନ ଭଟ୍ଟଙ୍କ ବ୍ୟାଙ୍କ ଆକାଉଣ୍ଟ Daily Odisha September 12, 2023 ଭୁବନେଶ୍ୱର : ସୌରୀନ ଭଟ୍ଟଙ୍କ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ ହେବ ତାଙ୍କର ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ ପାଇଁ ପଦକ୍ଷେପ ନିଆଯାଉଥିବା ସୂଚନା ମିଳିଛି । କଟକ କମିଶନରେଟ ପୋଲିସ କଲିକତାର ଦୁଇଟି ବ୍ୟାଙ୍କ ଆକାଉଣ୍ଟ ପ୍ରିଜ ପାଇଁ ଚିଠି ଲେଖିଛି । ଗତକାଲି ସୌରୀନଙ୍କ ବିରୁଦ୍ଧରେ ଲୁକ୍ ଆଉଟ୍ ସର୍କୁଲାର୍ ଜାରି ହୋଇଥିଲା। Continue Reading Previous: ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଦଳ ଉପ ସଭାପତି ପଦରୁ ହଟାଇଲା ବିଜେଡିNext: ରାଜ୍ୟରେ ଗତକାଲି ଠାରୁ ଆରମ୍ଭ ହୋଇଛି ମିଶନ ଇନ୍ଦ୍ରଧନୁସ ଟୀକାକରଣ ଅଭିଯାନ- ପରିବାର କଲ୍ୟାଣ ନିର୍ଦ୍ଦେଶକ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ Related Stories ଡିଜେଲ ପକାଇବାକୁ ଅର୍ଥ ଅଭାବ, ଓଏସଆରଟିସି ର ୬ଟି ରୁଟରେ ବସ ଚଳାଚଳ ବନ୍ଦ 1 min read Exclusive ଆଞ୍ଚଳିକ ବାଣିଜ୍ୟ ଡିଜେଲ ପକାଇବାକୁ ଅର୍ଥ ଅଭାବ, ଓଏସଆରଟିସି ର ୬ଟି ରୁଟରେ ବସ ଚଳାଚଳ ବନ୍ଦ April 5, 2026 ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି 1 min read Featured Latest Updates ଓଡିଶା ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି April 5, 2026 ନଦୀରେ ଗାଧୋଇବା ହେଲା କାଳ : ଯୁବକ ମୃତ : ସ୍ଥାନୀୟ ଅଂଚଳରେ ଶୋକ Exclusive ଓଡିଶା ନଦୀରେ ଗାଧୋଇବା ହେଲା କାଳ : ଯୁବକ ମୃତ : ସ୍ଥାନୀୟ ଅଂଚଳରେ ଶୋକ April 4, 2026