Featured ଆଞ୍ଚଳିକ କେନ୍ଦୁଝରରେ ହାତୀ ଉପଦ୍ରବ Daily Odisha October 9, 2023 ଭୁବନେଶ୍ୱର : କେନ୍ଦୁଝରରେ ପୁଣି ହାତୀ ଉପଦ୍ରବ । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଖିରେଇଟାଙ୍ଗୀରି ସେକ୍ସନ ଅଞ୍ଚଳରେ ୧୮ ଟିକିଆ ହାତୀପଲ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି । ଧାନ ଫସଲ ନଷ୍ଟ କରିବା ସହ ଘରଦ୍ୱାର ଭାଙ୍ଗିଛନ୍ତି । ଏବେ ହାତୀପଲ ବାଉଁଶୁଳି ଗାଁ ନିକଟରେ ଅଛନ୍ତି । ଯାହାକୁ ନେଇ ଭୟଭୀତ ହୋଇପଡିଛନ୍ତି ଗ୍ରାମବାସୀ । Continue Reading Previous: ଜୟପାଟଣାରେ ଯୁବକଙ୍କ ମୃତ୍ୟୁକୁ ନେଇ ୩୦ଘଣ୍ଟା ରାସ୍ତାରୋକ୍Next: ହାଇୱା ଧକ୍କାରେ ୩ ନାବାଳକ ଗୁରୁତର, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ Related Stories ଡିଜେଲ ପକାଇବାକୁ ଅର୍ଥ ଅଭାବ, ଓଏସଆରଟିସି ର ୬ଟି ରୁଟରେ ବସ ଚଳାଚଳ ବନ୍ଦ 1 min read Exclusive ଆଞ୍ଚଳିକ ବାଣିଜ୍ୟ ଡିଜେଲ ପକାଇବାକୁ ଅର୍ଥ ଅଭାବ, ଓଏସଆରଟିସି ର ୬ଟି ରୁଟରେ ବସ ଚଳାଚଳ ବନ୍ଦ April 5, 2026 ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି 1 min read Featured Latest Updates ଓଡିଶା ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି April 5, 2026 ଆଜି ବି ଶୋଷ ମେଂଟାଉଛି ଛୁଆଁ ପାଣି, ଢହଳବିକଳ ପୂଜାରୀପୁଟ ଗ୍ରାମବାସୀ Banner ଆଞ୍ଚଳିକ ଆଜି ବି ଶୋଷ ମେଂଟାଉଛି ଛୁଆଁ ପାଣି, ଢହଳବିକଳ ପୂଜାରୀପୁଟ ଗ୍ରାମବାସୀ April 4, 2026