ଓଡିଶା ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ Daily Odisha August 22, 2023 ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି । ରାଜ୍ୟପାଳ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି । Continue Reading Previous: ସ୍ୱାଧୀନତା ସଂଗ୍ରାମ ଓ କୁସଂସ୍କାର ଦୂର କରିବାରେ ମକର ଦାସଙ୍କର ଯୋଗଦାନ ଅତୁଳନୀୟ : ଧର୍ମେନ୍ଦ୍ର ପ୍ରଧାନNext: ପୋଲିସ ମୁଖ୍ୟାଳୟକୁ ବଦଳି ହେଲେ ଡିଆଇଜି ବ୍ରିଜେଶ ରାୟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ Related Stories ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି 1 min read Featured Latest Updates ଓଡିଶା ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି April 5, 2026 ନଦୀରେ ଗାଧୋଇବା ହେଲା କାଳ : ଯୁବକ ମୃତ : ସ୍ଥାନୀୟ ଅଂଚଳରେ ଶୋକ Exclusive ଓଡିଶା ନଦୀରେ ଗାଧୋଇବା ହେଲା କାଳ : ଯୁବକ ମୃତ : ସ୍ଥାନୀୟ ଅଂଚଳରେ ଶୋକ April 4, 2026 ‘ଓଡ଼ିଶା ଦିବସ’ କେବଳ ଏକ ଉତ୍ସବ ନୁହେଁ, ଏହା ହେଉଛି ଆବେଗ- ନବୀନ ପଟ୍ଟନାୟକ 1 min read Featured ଓଡିଶା ରାଜନୀତି ‘ଓଡ଼ିଶା ଦିବସ’ କେବଳ ଏକ ଉତ୍ସବ ନୁହେଁ, ଏହା ହେଉଛି ଆବେଗ- ନବୀନ ପଟ୍ଟନାୟକ April 1, 2026