ଓଡିଶା ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ Daily Odisha August 22, 2023 ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି । ରାଜ୍ୟପାଳ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି । Continue Reading Previous: ସ୍ୱାଧୀନତା ସଂଗ୍ରାମ ଓ କୁସଂସ୍କାର ଦୂର କରିବାରେ ମକର ଦାସଙ୍କର ଯୋଗଦାନ ଅତୁଳନୀୟ : ଧର୍ମେନ୍ଦ୍ର ପ୍ରଧାନNext: ପୋଲିସ ମୁଖ୍ୟାଳୟକୁ ବଦଳି ହେଲେ ଡିଆଇଜି ବ୍ରିଜେଶ ରାୟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ Related Stories ରାଜ୍ୟରେ ବିସ୍ଥାପନ ଯାତନାକୁ ନେଇ ରାଜ୍ୟପାଳଙ୍କୁ ସାକ୍ଷାତ କଲେ କଂଗ୍ରେସ ପ୍ରତିନିଧି ଦଳ 1 min read Banner ଓଡିଶା ରାଜ୍ୟରେ ବିସ୍ଥାପନ ଯାତନାକୁ ନେଇ ରାଜ୍ୟପାଳଙ୍କୁ ସାକ୍ଷାତ କଲେ କଂଗ୍ରେସ ପ୍ରତିନିଧି ଦଳ May 15, 2026 ବିସ୍ଥାପିତଙ୍କ ନ୍ୟାୟ ଅଧିକାର ଦାବୀରେ କଂଗ୍ରେସର ବିସ୍ଥାପିତଙ୍କ ରଣ ହୁଙ୍କାର ଗଣଧାରଣା 1 min read Banner ଓଡିଶା ବିସ୍ଥାପିତଙ୍କ ନ୍ୟାୟ ଅଧିକାର ଦାବୀରେ କଂଗ୍ରେସର ବିସ୍ଥାପିତଙ୍କ ରଣ ହୁଙ୍କାର ଗଣଧାରଣା May 15, 2026 ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି 1 min read Featured Latest Updates ଓଡିଶା ଓଡ଼ିଶାରେ ଅତିଥି ଶିକ୍ଷକ ନିଯୁକ୍ତି ପାଇଁ ଚିଠି April 5, 2026