ଅପରାଧ ଓଡିଶା ରାୟଗଡ଼ା ଡିଏଫଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ : ୪ ଜିଲ୍ଲାର ୭ଟି ସ୍ଥାନରେ ଚଢ଼ଉ Daily Odisha August 24, 2023 ରାୟଗଡ଼ା ଛ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ରାୟଗଡ଼ା ଡିଏଫଓ ବିଜୟ ପରିଡାଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ । ରାୟଗଡ଼ା, ଭୁବନେଶ୍ଵର ସମେତ ୪ ଜିଲ୍ଲାର ମୋଟ୍ ୭ଟି ସ୍ଥାନରେ ଏକକାଳୀନ ଏହି ଚଢ଼ଉ କରାଯାଇଛି । ଚଢ଼ଉ ଜାରି ରହିଥିବାରୁ ଏନେଇ ସବିଶେଷ ତଥ୍ୟ ମିଳିପାରିନାହିଁ । Continue Reading Previous: ରାଜ୍ୟ ସରକାର ଶିକ୍ଷିତ ଯୁବକ ଯୁବତୀ ମାନଙ୍କ ସହ ଖେଳୁଛନ୍ତି – କଂଗ୍ରେସNext: ଜୟନ୍ତୀରେ ସଂଯୁକ୍ତା ପାଣିଗ୍ରାହୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ Related Stories ମିଥ୍ୟା ଶପଥ ପାଠ ପାଇଁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବିଧାୟକ ପଦ ରଦ୍ଦ କରାଯାଉ- କଂଗ୍ରେସ 1 min read Banner Exclusive Featured Latest Updates ଓଡିଶା ରାଜନୀତି ମିଥ୍ୟା ଶପଥ ପାଠ ପାଇଁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବିଧାୟକ ପଦ ରଦ୍ଦ କରାଯାଉ- କଂଗ୍ରେସ November 3, 2025 ପିତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ ବିକ୍ରମ ପଣ୍ଡା ସମେତ ୧୨ଜଣ ଗିରଫ Banner Latest Updates ଅପରାଧ ପିତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ ବିକ୍ରମ ପଣ୍ଡା ସମେତ ୧୨ଜଣ ଗିରଫ October 22, 2025 ଶିକ୍ଷକଙ୍କ ହାତ ଗୋଡ ବନ୍ଧା ମୃତଦେହ ପୋଖରୀରୁ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର Banner Exclusive Featured ଅପରାଧ ଶିକ୍ଷକଙ୍କ ହାତ ଗୋଡ ବନ୍ଧା ମୃତଦେହ ପୋଖରୀରୁ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର October 7, 2025